Masthead

ନାଗା ସାଧୁଙ୍କୁ ପୋଲିସର ମାଡ, ଚାରିଆଡୁ ନିନ୍ଦା

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ଶ୍ରୀମନ୍ଦିରରେ ନାଗା ସାଧୁଙ୍କ ଉପରେ ଆକ୍ରମଣ । ଆକ୍ରମଣ କରିଛି ପୁରୀ ପୋଲିସ । ଯାହାକି ଅତ୍ୟନ୍ତ ନିନ୍ଦନୀୟ ଓ ଦୁର୍ଭାଗ୍ୟ ଜନକ ଘଟଣା । ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଭକ୍ତଙ୍କ ଭଗବାନ, କିନ୍ତୁ ଏଭଳି ଏକ ପବିତ୍ର ସ୍ଥାନରେ ଜଣେ ଭକ୍ତଙ୍କ ଉପରେ ପୋଲିସର ଆକ୍ରମଣ କେବେ ହେଲେ ଗ୍ରହଣ ଯୋଗ୍ୟ ତାହା ବର୍ତ୍ତମାନ କାଳରେ ଜଗନ୍ନାଥ ପ୍ରେମୀଙ୍କ ମନରେ ବଡ ପ୍ରଶ୍ନବାଚି ସୃଷ୍ଟି କରିଛି ।

କଥିତ ଅଛି ସନାତନ ଧର୍ମ ଓ ସଂସ୍କୃତି ଉପରେ ଯେବେ କୌଣସି ବିପଦ ଆସିଛି ନାଗା ସାଧୁମାନେ ସେତେବେଳେ ନିଜ ଜୀବନକୁ ବାଜି ଲଗାଇ ଧର୍ମ ଓ ସଂସ୍କୃତି ରକ୍ଷା ପାଇଁ ଯତପରନାସ୍ତି ଚେଷ୍ଟା କରିଛନ୍ତି । କିନ୍ତୁ ଏହି କଥାଟା ହୁଏତ ଆମ ପୋଲିସ ପ୍ରଶାସନ ଅବଗତ ନୁହନ୍ତି । ସେଥିପାଇଁ ଏଭଳି କାମ କରିଛନ୍ତି । ତେଣୁ ଲୋକମୁଖରେ ଏହାକୁ ନିନ୍ଦା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ