Masthead

ଚିକିତ୍ସାଧୀନ ଅବସ୍ଥାରେ ଭୋଇ ସେବକଙ୍କ ମୃତ୍ୟୁ

ପୁରୀ  (ବଡ଼ ଖବର ବ୍ୟୁରୋ):  ବାହୁଡ଼ାଯାତ୍ରା ଅଘଟଣ । ଚିକିତ୍ସାଧୀନ ଅବସ୍ଥାରେ ଭୋଇ ସେବକଙ୍କ ମୃତ୍ୟୁ । ବଳଭଦ୍ରଙ୍କ ରଥ ଦଉଡ଼ି ଛିଡ଼ି ଗୁରୁତର ହୋଇଥିଲେ ଭୋଇ ସେବକ । ପ୍ରଥମେ ତାଙ୍କୁ ପୁରୀ ମେଡ଼ିକାଲଭର୍ତ୍ତି କରାଯାଇଥିଲା ।

ପରେ ଅବସ୍ଥା ଗୁରୁତର ହେବାରୁ ଏମ୍ସ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଏବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ମୃତ ଭୋଇ ସେବକ ହେଲେ ନକୁଳ ଭୋଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି