Masthead

ରବୀନ୍ଦ୍ର ମଣ୍ଡପରେ ନମାମି ମନ୍ଦାକିନୀର ନବବର୍ଷ ମହୋତ୍ସବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଗତକାଲି ସନ୍ଧ୍ୟାରେ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଛି ନମାମି ମନ୍ଦାକିନୀ ନବବର୍ଷ ମହୋତ୍ସବ । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ରାଜ୍ୟ ସଭାପତି ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ । ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ,ସଂସ୍କୃତ ପୁରୁଷ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ସାହିତ୍ୟିକ ଦାଶ ବେନହୁର,ଅତିଶ ମହାନ୍ତି,ଡ଼ ସଂଘମିତ୍ରା ପତି ଯୋଗ ଦେଇଥିବା ବେଳେ, ଓଡ଼ିଆ ସଂସ୍କୃତି,ପରମ୍ପରାକୁ କିଭଳି ଭାବେ ବଞ୍ଚାଇ ପାରିବା ଏହି ବିଷୟରେ ଆଲୋଚନା ହୋଇଥିଲା । ଏହା ସହ ଓଡ଼ିଆ ନବବର୍ଷର ମହତ୍ୱ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ