Masthead

ଗଞ୍ଜାମ ବିଜେପି ସଭାପତିଙ୍କ ନାଁ ଘୋଷଣା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ବିଜେପି ସଭାପତିଙ୍କ ନାଁ ଘୋଷଣା । ଜିଲ୍ଲା ସଭାପତି ନାଁ ଘୋଷଣା କଲା ବିଜେପି । ସରୋଜ ସାବତ ହେଲେ ଗଞ୍ଜାମ ଜିଲ୍ଲା ସଭାପତି । ସର୍ବ ସହମତିରେ ସଭାପତି ନାଁ ଘୋଷଣା । ଗଞ୍ଜାମ ଜିଲ୍ଲା ସାଂଗଠନିକ ବିଜେପି ସଭାପତି ଭାବେ ଆଜି ସରୋଜ କୁମାର ସାବତଙ୍କ ନାମ ଘୋଷଣା କରାଯାଇଛି । ସରୋଜ ସାବତ ପୂର୍ବରୁ ବହୁ ରାଜ୍ୟସ୍ତରୀୟ ଓ ଜିଲ୍ଲା ସ୍ତରର ପଦପଦବୀରେ ଥିଲେ ।

ଆଜି ଜିଲ୍ଲା ସଭାପତି ଭାବେ ନାମ ଘୋଷଣା ପରେ ସରୋଜ କହିଛନ୍ତି ଜିଲ୍ଲା ର ସଂଘଠନ ମଜବୁତ୍ କରିବା ସହିତ ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରିବି। ଆଜି ବ୍ରହ୍ମପୁର ଗାନ୍ଧୀ ନଗର ସ୍ଥିତ ବିଜେପି କାର୍ଯ୍ୟଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଂସଦ ପ୍ରଦୀପ ପାଣିଗ୍ରାହୀ ଓ ଅନେକ ବିଧାୟକ ଉପସ୍ଥିତ ଥିଲେ। ସରୋଜଙ୍କ ନାମ ଘୋଷଣା ପରେ ପ୍ରଦୀପ ପାଣିଗ୍ରାହୀ କହିଛନ୍ତି ଗଞ୍ଜାମ ଜିଲ୍ଲା ସମ୍ପୂର୍ଣ୍ଣ କମଳ ମୟ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର