Masthead

ଶ୍ରୀମନ୍ଦିରରେ ଆଜି ପାଳିତ ହେବ ନନ୍ଦୋତ୍ସବ ନୀତି

ପୁରୀ (ବଡ଼ ଖବର ବ୍ୟୁରୋ):  ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ ନୀତି ପାଳିତ ହେବ। ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଏବଂ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ମଇଲମ ଏବଂ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଏବଂ ମାର୍କଣ୍ଡି ପୂଜା ହେବ।

ମଙ୍ଗାଳାର୍ପଣ ଏବଂ ବନ୍ଦାପନା ସରିବା ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତି ମହାପାତ୍ର ବିଜେ କରାଇବେ। ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଖଟ ଉପରେ ବିଜେ କରାଇବାର ପରମ୍ପରା ରହିଛି।ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି। ଏହି ଅବସରରେ ଶ୍ରୀମନ୍ଦିରରେ ଭକ୍ତ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହେବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ