Masthead

ଶ୍ରୀମନ୍ଦିରରେ ହୋଇନି ରାତ୍ରପହୁଡ଼ ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଇପାରିନି ରାତ୍ରପହୁଡ଼ ନୀତି । ରାତ୍ର ଶେଷ ପ୍ରହର ଯାଏ ନନ୍ଦୋତ୍ସବ ପାଳନ ଯୋଗୁ ହୋଇନି ରାତ୍ରପହୁଡ଼ । ରାତ୍ରପହୁଡ଼ ନହେବାରୁ ଆଗକୁ ଅନ୍ୟ ନୀତିକାନ୍ତି ବି ବଢ଼ିପାରିନି । ବିନା ରାତ୍ରପହୁଡ଼ ନୀତିରେ ଚାଲିଛି ମହାପ୍ରଭୁଙ୍କ ଦର୍ଶନ । ଏବେବି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ତେବେ ଗତକାଲି ମନ୍ଦିରରେ ନନ୍ଦଉତ୍ସବ ଥିବାରୁ ମନ୍ଦିରରେ ଭାବମୟ ପରିବେଶ ସୃଷ୍ଟି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ