Masthead

ଶ୍ରୀମନ୍ଦିରରେ ହୋଇନି ରାତ୍ରପହୁଡ଼ ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଇପାରିନି ରାତ୍ରପହୁଡ଼ ନୀତି । ରାତ୍ର ଶେଷ ପ୍ରହର ଯାଏ ନନ୍ଦୋତ୍ସବ ପାଳନ ଯୋଗୁ ହୋଇନି ରାତ୍ରପହୁଡ଼ । ରାତ୍ରପହୁଡ଼ ନହେବାରୁ ଆଗକୁ ଅନ୍ୟ ନୀତିକାନ୍ତି ବି ବଢ଼ିପାରିନି । ବିନା ରାତ୍ରପହୁଡ଼ ନୀତିରେ ଚାଲିଛି ମହାପ୍ରଭୁଙ୍କ ଦର୍ଶନ । ଏବେବି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ତେବେ ଗତକାଲି ମନ୍ଦିରରେ ନନ୍ଦଉତ୍ସବ ଥିବାରୁ ମନ୍ଦିରରେ ଭାବମୟ ପରିବେଶ ସୃଷ୍ଟି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା