Masthead

ନନ୍ଦନକାନନରୁ ଜୀବଯନ୍ତୁ ଗଲେ ଚନ୍ଦକା

ବାରଙ୍ଗ (ବଡ଼ ଖବର ବ୍ୟୁରୋ): ନନ୍ଦନକାନନ ପ୍ରାଣୀଉଦ୍ୟାନରୁ ୬୦ଟି ତୃଣଭୋଜି ପ୍ରାଣିଙ୍କୁ ଚନ୍ଦକା ଡମପଡା ଅଭୟାରଣ୍ୟରେ ଛଡାଯାଇଛି । ଅଭୟାରଣ୍ୟର ୪ଟି ରେଞ୍ଜରୁ ୩ଟି ରେଞ୍ଜ ଭୂବନେଶ୍ୱର ଭରତପୁର ରେଞ୍ଜ, ଡମପଡ଼ା ରେଞ୍ଜ, ହଳଦିଆ ରେଞ୍ଜରେ ଛଡାଯାଇଛି । ନନ୍ଦନକାନନର ତୃଣଭୋଜି ପ୍ରାଣୀଙ୍କ ଖୁଆଡ଼ ଓ ସଫାରି ପରିସୀମା କମ ଥିବାରୁ, ଏବଂ ଏମାନଙ୍କ ବଂଶ ବୃଦ୍ଧି କରିବା ଲାଗି, ଜଙ୍ଗଲ ଶୁଶୋଭିତ ଲାଗି ଚନ୍ଦକା ଜଙ୍ଗଲକୁ ଛଡାଯାଇଛି । ଖୋଲା ମେଲାରେ ବିଚରଣ କରିପାରିବେ ଓ ବଂଶ ବୃଦ୍ଧି ଘଟିବ ବୋଲି କୁହାଯାଇଛି । ଏନେଇ ସୂଚନା ଦେଇଛନ୍ତି ନନ୍ଦନକାନନ କତୃପକ୍ଷଙ୍କ ସହ ଚନ୍ଦକା ଡମପଡା ଅଭୟାରଣ୍ୟ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା