Masthead

ନନ୍ଦନକାନନରେ ଲାଗିଛି ଭିଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚାଲିଯାଇଛି ପୁରୁଣା ବର୍ଷ । ଅନେକ ଘାତ ପ୍ରତିଘାତକୁ ସହି ଛିଡା ହୋଇଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ନୂତନ ବର୍ଷର ପ୍ରଥମ ଦିନରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଲାଗିଛି ଗହଳି ଚହଳି । ପର୍ଯ୍ୟଟକମାନଙ୍କ ମନରେ ଦେଖିବାକୁ ମିଳିଛି ଉତ୍ସାହ । ରାଜ୍ୟ ଓ ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କର ଛୁଟୁଛି ସୁଅ । ଅନ୍ୟ ପଟେ ବଟାନିକାଲ ଗାର୍ଡେନରେ କୋଭିଡ ଯୋଗୁଁ ବଣ ଭୋଜିକୁ ବନ୍ଦ କରିଦିଆ ଯାଇଛି। ଖୁୁସିର ବିଷୟ ଏହାକି, ଧଳାବାଘ ପାଇଁ ବିଶ୍ଵ ବିଖ୍ୟାତ ସାଜିଥିବା ନନ୍ଦନକାନନ ଭାରତ ବର୍ଷର ୧୦ଟି ବଡ ଚିଡିଆଖାନା ମଧ୍ୟରେ ସ୍ଥାନ ପାଇଛି ।

କୋଭିଡ ପାଇଁ ପର୍ଯ୍ୟଟକମାନଙ୍କ ମୁଖ୍ୟ ଆକର୍ଷଣ ପାଲଟୁଥିବା ସଫାରି, ବୋଟିଂ, ଟଏ-ଟ୍ରେନ, ରୋପ-ୱେ ବନ୍ଦ ଥିବା ଯୋଗୁଁ ସେମାନଙ୍କ ମନରେ ନିରାଶ ଭାବନା ଦେଖିବାକୁ ମିଳୁଛି । ତେବେ ପର୍ଯ୍ୟଟକମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କୋଭିଡ ନିୟମକୁ କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ