Masthead

ଶନିବାର, ରବିବାର ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  କରୋନା କଟକଣା ଯୋଗୁ ପୂର୍ବରୁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଶନିବାର ଓ ରବିବାର ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଉଥିଲା । ଟ୍ୟୁନ୍ସିଟିରେ ସପ୍ତାହାନ୍ତ ସଟଡାଉନ ପାଇଁ ସରକାର ଏଭଳି ନିୟମ ଜାରି କରିଥିଲେ । ହେଲେ ଏବେ ସେପ୍ଟେମ୍ବର ମାସର ନୁଆ ଗାଇଡଲାଇନ ଅନୁଯାଇ ରାଜ୍ୟରୁ ସପ୍ତାହାନ୍ତ ସଟ୍ଡାଉନ ହଟିବା ପରେ ଏହି ୨ ଦିନ ନନ୍ଦନକାନନ ଖୋଲା ରହିବ । ଏଣିକି ପୂର୍ବଭଳି ସପ୍ତାହକୁ ୬ ଦିନ ନନ୍ଦନକାନନ ଖୋଲି ରହିବ । ପର୍ଯ୍ୟଟକମାନେ ସପ୍ତାହକୁ ୬ ଦିନ ନନ୍ଦନକାନନରେ ବୁଲାବୁଲି କରିପାରିବେ । ଆଉ ପୂର୍ବପରି ପ୍ରତି ସପ୍ତାହର ସୋମବାର ଦିନ ନନ୍ଦନକାନନ ବନ୍ଦ ରହିବ ବୋଲି କହିଛନ୍ତି କର୍ତ୍ତୁପକ୍ଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି