Masthead

ଡାହୁକ ଡାକରେ ଆଜି ପୁଣି ଗଡିବ ରଥ

ପୁରୀ (ବଡ଼ ଖବର ବ୍ୟୁରୋ): ନବଦିନାତ୍ମକ ଯାତ୍ରା ଘୋଷଯାତ୍ରା । ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀଜଗନ୍ନାଥ । ଜନ୍ମବେଦୀରେ ପହଞ୍ଚିଛନ୍ତି ବଡ଼ଠାକୁର । ମା ସୁଭଦ୍ରାଙ୍କ ରଥ ବଡ଼ଶଙ୍ଖ ପାଖରେ ଅଟକିରହିଛି । ମାଉସୀ ମାଆ ମନ୍ଦିର ନିକଟରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଅଟକି ରହିଛି । ରାତି ହୋଇଯିବାରୁ ରଥଟଣା ସ୍ଥଗିତ ରଖାଯାଇଛି । ଆଜି ସକାଳ ୯ ଟାରେ ପୁଣିଥରେ ଆରମ୍ଭ ହେବ ରଥଟଣା ।

ଡାହୁକ ଡ଼ାକରେ ପୁଣି ଗଡ଼ିବ ରଥ । ଭକ୍ତ ମେଳରେ ଜନ୍ମବେଦୀରେ ଯାଇ ପହଞ୍ଚିବେ ଭାଇ ଭଉଣୀ । ବଡ଼ଦାଣ୍ଡ ହୋଇଛି ଲୋକାରଣ୍ୟ । ଭକ୍ତଙ୍କ ଗହଳି ଲାଗି ରହିଛି । ଭଜନ କୀର୍ତନରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । ଘଂଟନାଦ ସାଙ୍ଗକୁ ଭକ୍ତଙ୍କ ହରିବୋଲ, ଜୟ ଜଗନ୍ନାଥ ଡାକରେ ପ୍ରକମ୍ପିତ ହେଉଛି ପୂରା ପରିବେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ