Masthead

ଡାହୁକ ଡାକରେ ଆଜି ପୁଣି ଗଡିବ ରଥ

ପୁରୀ (ବଡ଼ ଖବର ବ୍ୟୁରୋ): ନବଦିନାତ୍ମକ ଯାତ୍ରା ଘୋଷଯାତ୍ରା । ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀଜଗନ୍ନାଥ । ଜନ୍ମବେଦୀରେ ପହଞ୍ଚିଛନ୍ତି ବଡ଼ଠାକୁର । ମା ସୁଭଦ୍ରାଙ୍କ ରଥ ବଡ଼ଶଙ୍ଖ ପାଖରେ ଅଟକିରହିଛି । ମାଉସୀ ମାଆ ମନ୍ଦିର ନିକଟରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଅଟକି ରହିଛି । ରାତି ହୋଇଯିବାରୁ ରଥଟଣା ସ୍ଥଗିତ ରଖାଯାଇଛି । ଆଜି ସକାଳ ୯ ଟାରେ ପୁଣିଥରେ ଆରମ୍ଭ ହେବ ରଥଟଣା ।

ଡାହୁକ ଡ଼ାକରେ ପୁଣି ଗଡ଼ିବ ରଥ । ଭକ୍ତ ମେଳରେ ଜନ୍ମବେଦୀରେ ଯାଇ ପହଞ୍ଚିବେ ଭାଇ ଭଉଣୀ । ବଡ଼ଦାଣ୍ଡ ହୋଇଛି ଲୋକାରଣ୍ୟ । ଭକ୍ତଙ୍କ ଗହଳି ଲାଗି ରହିଛି । ଭଜନ କୀର୍ତନରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । ଘଂଟନାଦ ସାଙ୍ଗକୁ ଭକ୍ତଙ୍କ ହରିବୋଲ, ଜୟ ଜଗନ୍ନାଥ ଡାକରେ ପ୍ରକମ୍ପିତ ହେଉଛି ପୂରା ପରିବେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ