Masthead

ପୁଣି ଥରେ କଳା କୋର୍ଟ ପିନ୍ଧିବେ ନରସିଂହ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ପୁଣି ଥରେ କଳା କୋର୍ଟ ପିନ୍ଧିବେ ନରସିଂହ । ଆଜି ଝରଣୀ ଗାଁକୁ ଯାଇ ମମିତାଙ୍କୁ ଭେଟିଛନ୍ତି କଂଗ୍ରେସ ବିଧାୟକ ନରସିଂହ ମିଶ୍ର । ସେ କହିଛନ୍ତି ମମିତାଙ୍କ ମାଆ ମୋତେ ଲଢିବା ପାଇଁ କହିଛନ୍ତି । ଆଗରୁ ମୁଁ ଘୋଷଣା କରିଥିଲି ଯେ ଯଦି ଅନୁରୋଧ ଆସେ ତା’ହେଲେ ପୁନର୍ବାର କଳାକୋଟ ପିନ୍ଧିବି ଏବଂ ନ୍ୟାୟ ପାଇଁ ଲଢ଼ିବି।

ସେ ଆହୁରି ମଧ୍ୟ କହିଛନ୍ତି ଆଜି ଦ୍ୱିତୀୟ ଥର ପାଇଁ ପୀଡ଼ିତାଙ୍କ ପରିବାର ବର୍ଗ ସହିତ ଆମେ ସମସ୍ତେ ଆଲୋଚନା କଲୁ। ଆଜି ବି କହିଛି ଓ ସେତେବେଳେ ବି କହିଥିଲି ଯେ ନ୍ୟାୟ ପାଇବା ପାଇଁ ସେମାନଙ୍କୁ ଯାହା ସାହାଯ୍ୟ ସହଯୋଗ ଆବଶ୍ୟକ ତାହା କରାଯିବ। ସବୁଠୁ ଦୁର୍ଭାଗ୍ୟର କଥା ହେଉଛି, ଏଫ୍‌ଆଇଆର୍‌କୁ ମଧ୍ୟ ବଦଳାଇବାକୁ ଚେଷ୍ଟା କରାଯାଇଛି। ମୁଁ ଏଫ୍‌ଆଇଆର ପଢ଼ିଛି। ମୁଁ ଭାବୁ ନାହିଁ ପୀଡ଼ିତାଙ୍କ ପରିବାର ସ୍ୱଇଚ୍ଛାରେ ସେହି ଏଫଆଇଆର୍‌ ଲେଖିଥିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ