Masthead

ବିନା ଅନୁମତିରେ ମୁଖ୍ୟମନ୍ତ୍ରୀ ଲିଖିତ ବିବୃତ୍ତି ପଢ଼ିଲେ: ନରସିଂହ ମିଶ୍ର

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଦ୍ଵାରା ଅଣାଯାଇଥିବା ସ୍ୱାଧିକାର ଭଙ୍ଗ ନୋଟିସ ମୁଭ ନ ହେବାକୁ ନେଇ ବିଧାନସଭା ସରଗରମ । ମୁଖ୍ୟମନ୍ତ୍ରୀ ଙ୍କ ବିରୁଦ୍ଧରେ ସ୍ୱାଧିକାର ଭଙ୍ଗ ନୋଟିସ ଅଣା ଯାଇଥିବାରୁ ତାକୁ ଗ୍ରହଣ କରା ଗଲାନି କାହିଁକି ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ମିଶ୍ର । ପୂର୍ବରୁ ଯେଉଁ ଦିନ ସ୍ୱାଧିକାର ଭଙ୍ଗ ନୋଟିସ ଦେଇଛି ସେହି ଦିନ ଗ୍ରହଣ ହୋଇଛି ।

କିନ୍ତୁ ଆଜି ବାଚସ୍ପତି କହୁଛନ୍ତି ସ୍ୱାଧିକାର ଭଙ୍ଗ ନୋଟିସ ପୂର୍ବ ଦିନ ଦିଆଯିବାର ନିୟମ ରହିଛି । ତା ପରେ ତାକୁ ଅନୁଧ୍ୟାନ କରି ଉପସ୍ଥାପିତ କରିବା ପାଇଁ କୁହାଯିବ । ଏହା ମୋ ପ୍ରତି ଅନ୍ୟାୟ ହେଉଛି । ଏହାକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା । କାହିଁକି ନରସିଂହ ମିଶ୍ରଙ୍କୁ ସ୍ୱାଧିକାର ଭଙ୍ଗ ନୋଟିସ ମୁଭ କରିବାକୁ ଦିଆ ଯାଉନି ବୋଲି କହିଥିଲେ । ବିଧାନସଭାରେ ବିନା ଅନୁମତିରେ ମୁଖ୍ୟମନ୍ତ୍ରୀ ଲିଖିତ ବିବୃତ୍ତି ପଢିଲେ ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର