Masthead

ବିନା ଅନୁମତିରେ ମୁଖ୍ୟମନ୍ତ୍ରୀ ଲିଖିତ ବିବୃତ୍ତି ପଢ଼ିଲେ: ନରସିଂହ ମିଶ୍ର

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଦ୍ଵାରା ଅଣାଯାଇଥିବା ସ୍ୱାଧିକାର ଭଙ୍ଗ ନୋଟିସ ମୁଭ ନ ହେବାକୁ ନେଇ ବିଧାନସଭା ସରଗରମ । ମୁଖ୍ୟମନ୍ତ୍ରୀ ଙ୍କ ବିରୁଦ୍ଧରେ ସ୍ୱାଧିକାର ଭଙ୍ଗ ନୋଟିସ ଅଣା ଯାଇଥିବାରୁ ତାକୁ ଗ୍ରହଣ କରା ଗଲାନି କାହିଁକି ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ମିଶ୍ର । ପୂର୍ବରୁ ଯେଉଁ ଦିନ ସ୍ୱାଧିକାର ଭଙ୍ଗ ନୋଟିସ ଦେଇଛି ସେହି ଦିନ ଗ୍ରହଣ ହୋଇଛି ।

କିନ୍ତୁ ଆଜି ବାଚସ୍ପତି କହୁଛନ୍ତି ସ୍ୱାଧିକାର ଭଙ୍ଗ ନୋଟିସ ପୂର୍ବ ଦିନ ଦିଆଯିବାର ନିୟମ ରହିଛି । ତା ପରେ ତାକୁ ଅନୁଧ୍ୟାନ କରି ଉପସ୍ଥାପିତ କରିବା ପାଇଁ କୁହାଯିବ । ଏହା ମୋ ପ୍ରତି ଅନ୍ୟାୟ ହେଉଛି । ଏହାକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା । କାହିଁକି ନରସିଂହ ମିଶ୍ରଙ୍କୁ ସ୍ୱାଧିକାର ଭଙ୍ଗ ନୋଟିସ ମୁଭ କରିବାକୁ ଦିଆ ଯାଉନି ବୋଲି କହିଥିଲେ । ବିଧାନସଭାରେ ବିନା ଅନୁମତିରେ ମୁଖ୍ୟମନ୍ତ୍ରୀ ଲିଖିତ ବିବୃତ୍ତି ପଢିଲେ ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା