Masthead

ସରକାର କ’ଣ ପଦକ୍ଷେପ ନେଇଛନ୍ତି?: ନରସିଂହ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ଜାଲ ସାର୍ଟିଫିକେଟ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ରାଜ୍ୟର ବିଭିନ୍ନ ସ୍ଥାନରେ ଜାଲ ସାର୍ଟିଫିକେଟ ପ୍ରସଙ୍ଗ ଆସୁଛି । ମୁଖ୍ୟ ଅଭିଯୁକ୍ତଙ୍କ ସହ ଜଣେ ପୂର୍ବତନ ମନ୍ତ୍ରୀ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଫଟୋ ଭାଇରାଲ ହେଉଛି । ଅଭିଯୁକ୍ତ ସରକାରୀ କ୍ୱାଟରକୁ ଜବର ଦଖଲ କରି ରଖିଥିବା ଅଭିଯୋଗ ହେଉଛି । ସରକାର କଣ ପଦକ୍ଷେପ ନେଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି