Before Header

ସରକାର କ’ଣ ପଦକ୍ଷେପ ନେଇଛନ୍ତି?: ନରସିଂହ ମିଶ୍ର

0 16

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ଜାଲ ସାର୍ଟିଫିକେଟ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ରାଜ୍ୟର ବିଭିନ୍ନ ସ୍ଥାନରେ ଜାଲ ସାର୍ଟିଫିକେଟ ପ୍ରସଙ୍ଗ ଆସୁଛି । ମୁଖ୍ୟ ଅଭିଯୁକ୍ତଙ୍କ ସହ ଜଣେ ପୂର୍ବତନ ମନ୍ତ୍ରୀ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଫଟୋ ଭାଇରାଲ ହେଉଛି । ଅଭିଯୁକ୍ତ ସରକାରୀ କ୍ୱାଟରକୁ ଜବର ଦଖଲ କରି ରଖିଥିବା ଅଭିଯୋଗ ହେଉଛି । ସରକାର କଣ ପଦକ୍ଷେପ ନେଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ମିଶ୍ର ।

Leave A Reply

Your email address will not be published.