Masthead

ଫେକ ସାର୍ଟିଫିକେଟ ପ୍ରସଙ୍ଗ, ବାଚସ୍ପତି ସର୍ବଦଳୀୟ ବୈଠକ ଡାକନ୍ତୁ: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ଫେକ ସାର୍ଟିଫିକେଟ ପ୍ରସଙ୍ଗ ଉଠାଇଲେ ନରସିଂହ ମିଶ୍ର । ବଲାଙ୍ଗୀରରେ ଜାଲ ସାର୍ଟିଫିକେଟ କାରବାର ସକ୍ରିୟ ରହିଛି । ୧୯ ଜଣ ଗିରଫ ହେଲେଣି । ଅନ୍ୟ ଜିଲ୍ଲାକୁ ମଧ୍ୟ ଜାଲ ସାର୍ଟିଫିକେଟ କାରବାର ବ୍ୟାପିଥିବା କହିଛନ୍ତି ନରସିଂହ ମିଶ୍ର । ଏଥିରେ ଆଉ କେତେ ଜଣ ଗିରଫ ହେବେ ତାହା ଅକାଳନ ବାହାରେ । ବାହାର ଜିଲ୍ଲା ଓ ରାଜ୍ୟରେ ତଦନ୍ତ କରିବା ପାଇଁ ପୋଲିସର କ୍ଷମତା ଅଛି କି ନାହିଁ ବୋଲି ପ୍ରଶ୍ନ କରିଛନ୍ତି ନରସିଂହ । ଏହି ଘଟଣାରେ ପୋଲିସ ଓ ଗୁଇନ୍ଦା ବିଫଳ ହୋଇଛି, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଲଣି । ଏହା ଏକ ସ୍ପର୍ଶକାତର ଘଟଣା, ତେଣୁ ବାଚସ୍ପତି ତୁରନ୍ତ ସର୍ବଦଳୀୟ ବୈଠକ ଡାକନ୍ତୁ । ଏବଂ ଏ ବିଷୟରେ ଆଲୋଚନା କରଯାଇ ନିର୍ଯ୍ୟାସ ବାହାର କରନ୍ତୁ, ନହେଲେ ସ୍ଥିତି ଆଗକୁ ଅଧିକ ସଙ୍ଗିନ ହେବ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ