Masthead

ରାହୁଲ ଗାନ୍ଧି ଷଡ଼ଯନ୍ତ୍ରର ଶିକାର ହୋଇଛନ୍ତି: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭାରତରେ ଗଣତନ୍ତ୍ର ବୋଲି କିଛି ନାହିଁ । ଗଣତନ୍ତ୍ର ଧ୍ୱଂସ ହୋଇଛି । ଆମେ ଆଗରୁ ଯାହା କହିଥିଲୁ ତାହା ପ୍ରମାଣୀତ ହୋଇଛି । ରାହୁଲ ଗାନ୍ଧିଙ୍କ ସଦସ୍ୟ ପଦ ରଦ୍ଦକୁ ନେଇ ଏଭଳି କହିଛନ୍ତି ନରସିଂହ ମିଶ୍ର । ରାହୁଲଙ୍କ ସଦସ୍ୟ ପଦ ରଦ୍ଦ କରିବାରେ ସୁ ଚିନ୍ତିତ ଷଡ଼ଯନ୍ତ୍ର ହୋଇଛି । ରାହୁଲ ଗାନ୍ଧି ଷଡ଼ଯନ୍ତ୍ରର ଶିକାର ହୋଇଛନ୍ତି । ସବୁ ପରମ୍ପରାକୁ ପଛରେ ପକାଇ , ଗଣତନ୍ତ୍ର ପରମ୍ପରାକୁ ଆଖି ଆଗରେ ନ ରଖି ତରବରିଆ ଭାବରେ ସଦସ୍ୟ ପଦ ରଦ୍ଦ ହୋଇଛି। ଉପର ଅଦାଲତକୁ ଯିବ କଂଗ୍ରେସ ଏବଂ ନ୍ୟାୟର ଜୟ ହେବ । ଏହାର ପ୍ରତିବାଦ ସାରା ଭାରତ ବର୍ଷରେ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି