Masthead

ଏଣିକି ଭୁବନେଶ୍ୱରରେ ହେବ ନାର୍କୋ ଟେଷ୍ଟ ଲ୍ୟାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ହେବ ନାର୍କୋ ଟେଷ୍ଟ ଲ୍ୟାବ। ପ୍ରଥମ ଥର ଲାଗି ରାଜ୍ୟରେ ହେବାକୁ ଯାଉଛି। କ୍ୟାପିଟାଲ ହସ୍ପିଟାଲ ପରିସରରେ ହୋଇପାରେ ଲ୍ୟାବ । ସରିଛି ଏ ନେଇ ପ୍ରଥମ ପ୍ରସ୍ତୁତି ବୈଠକ । ଏଣିକି କୌଣସି ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ତଥା ମିଛଧରା ପରୀକ୍ଷା ପାଇଁ ଆଉ ମୁମ୍ବାଇ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ । ଏଣିକି ଭୁବନେଶ୍ୱରରେ ବି ହୋଇପାରିବ ନାର୍କୋ ଟେଷ୍ଟ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ। ବଡ଼ ବଡ଼ ଅପରାଧୀଙ୍କ ଠାରୁ ସତ ମିଛର ହେବ ଯାଞ୍ଚ।ନଭେମ୍ବର ପଡିପାରେ ଭିତ୍ତି।ସ୍ବାସ୍ଥ୍ୟ ବିଭାଗ ଓ ଆଇନ୍ ବିଭାଗର ମିକିତରେ ଗଠନ ହେବ ଲ୍ୟାବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ