Masthead

ନରେନ୍ଦ୍ର ଗିରିଙ୍କ ମୃତ୍ୟୁ ମାମଲା; ତଦନ୍ତ କରିବ ସିବିଆଇ

ବଡ଼ ଖବର ବ୍ୟୁରୋ: ଅଖିଳ ଭାରତୀୟ ଆଖଡା ପରିଷଦର ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁକୁ ନେଇ ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି । ଏପରିକି ତାଙ୍କ ମୃତ୍ୟୁକୁ ନେଇ ବାରମ୍ବାର ପ୍ରଶ୍ନ ଉଠିଆସୁଛି । ଏହା ମଧ୍ୟରେ ଉତ୍ତରପ୍ରଦେଶ ସରକାର ଏହି ମୃତ୍ୟୁ ଘଟଣାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିବେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶକ୍ରମେ ଏପରି ସୁପାରିସ କରାଯାଇଛି ।

ବର୍ତ୍ତମାନ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶରେ ସିବିଆଇ ଟିମ ଗଠନ କରି ଉତ୍ତରପ୍ରଦେଶ ପୁଲିସ ପାଖରୁ ତଦନ୍ତ ଦାୟିତ୍ୱ ଗ୍ରହଣ କରାଯିବ । ଅନ୍ୟପଟେ ମହନ୍ତଙ୍କୁ ଆତ୍ମହତ୍ୟା ପାଇଁ ବାଧ୍ୟ କରିବା ଅଭିଯୋଗରେ ଗିରଫ ହୋଇଥିବା ଆନନ୍ଦ ଗିରି ଏବଂ ଆଦ୍ୟା ତିୱାରୀଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା