Masthead

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ୱତନ୍ତ୍ର ବିମାନରେ ତେଲେଙ୍ଗାନାରୁ ଆସି ପହଞ୍ଚିଲେ । ଭୁବନେଶ୍ୱରରୁ ହେଲିକପ୍ଟରରେ ଚଣ୍ଡିଖୋଲ ଗଲେ ପ୍ରଧାନମନ୍ତ୍ରୀ। ୩ଟା ୩୦ରେ ସରକାରୀ କାର୍ଯ୍ୟକ୍ରମରେ ଦେବେ ଯୋଗ । ୪ଟା ୧୫ରେ ସାଧାରଣ ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ତେବେ ମାସକ ପରେ ପୁଣି ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏଥିସହ ସାଧାରଣ ସଭାରେ ସେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ