Masthead

୬ ବର୍ଷ ହେଲା ଚାବି ମିଳୁନାହିଁ, ବିଜେଡିର ଚୁପ୍ ସନ୍ଦେହ ବଢାଉଛି: ପ୍ରଧାନମନ୍ତ୍ରୀ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ । ଗଲା ୬ ବର୍ଷ ହେଲାଣି ରତ୍ନଭଣ୍ଡାର ଚାବିର ପତ୍ତା ମିଳୁନି ବୋଲି ଅନୁଗୁଳ ଜନସଭାକୁକୁ ସମ୍ବୋଧିତ କରୀ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ବିଜେଡି ସରକାର ଉପରେ ବର୍ଷିବା ସହ କହିଛନ୍ତି ଆମ ଘରର ଚାବି ହଜିଲେ ଆମେ ପ୍ରଭୁ ଜଗନ୍ନାଥଙ୍କୁ ଡାକୁ । ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ଆମ ଘର ଚାବି ମିଳିଯାଏ ।

୬ ବର୍ଷ ହେଲାଣି କିନ୍ତୁ ରତ୍ନଭଣ୍ଡାର ଚାବି ମିଳୁନାହିଁ । ଏହା ପଛରେ ମୁଖ୍ୟମନ୍ତ୍ରୀଙ୍କୁ ଘେରି ରହିଥିବା ଲୋକ ଦାୟୀ । ଯାଞ୍ଚ ରିପୋର୍ଟରେ କଣ ଥିଲା, ଯାହା ପାଇଁ ବିଜେଡି ରିପୋର୍ଟ ଚାପିଛି । ବିଜେଡିର ଚୁପ୍‌ ରହିବା ନେଇ ସନ୍ଦେହ ବଢ଼ିବାରେ ଲାଗିଛି । ଓଡ଼ିଶାରେ ବିଜେପି ସରକାର ଆସିବା କ୍ଷଣି କ୍ଷୀର-ପାଣି ଅଲଗା ହେବ । ବିଜେପି ସରକାର ଯାଞ୍ଚ ରିପୋର୍ଟକୁ ସାର୍ବଜନୀନ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା