Masthead

ଶପଥ ପୂର୍ବରୁ ରାଜଘାଟରେ ପହଞ୍ଚିଲେ ମୋଦି; ମାହାତ୍ମା ଗାନ୍ଧୀ ଓ ବାଜପେୟୀଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ନରେନ୍ଦ୍ର ମୋଦିଙ୍କ ତୃତୀୟ ଇନିଂସ ଆରମ୍ଭ । ଆଜି ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବେ ନରେନ୍ଦ୍ର ମୋଦି। କେବଳ ହ୍ୟାଟ୍ରିକ୍ ନୁହେଁ, ହିଷ୍ଟୋରିକାଲ୍ ହେବାକୁ ଯାଉଛି ମୋଦି ‘୩.୦’ ର ଶପଥ ଉତ୍ସବ। ନୂଆ ଇତିହାସ ଲେଖିବ ରାଷ୍ଟ୍ରପତି ଭବନର ରବିବାର ସନ୍ଧ୍ୟା। ପ୍ରାୟ ୬ ଦଶନ୍ଧି ପରେ, ଲଗାତର ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ବନିବେ ମୋଦି । ତେବେ ଏହା ପୂର୍ବରୁ ଆଜି ମୋଦି ରାଜଘାଟ ଯାଇଛନ୍ତି। ସେ ସେଠାକୁ ଯାଇ ଜାତିର ପିତା ମହାତ୍ମାଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

କେବଳ ସେତିକି ନୁହେଁ ଏଠାରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ ଏବଂ ଓ୍ୱାର୍‌ ମେମୋରିଆଲରେ ପହଞ୍ଚିଥିଲେ। ଏଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଓ ସହିଦ ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ଥିଲେ। ଏଠାରୁ ସେ ଯାଇ ତାଙ୍କ କ୍ୟବିନେଟ୍‌ରେ ଯେଉଁମାନଙ୍କୁ ସ୍ଥାନ ମିଳିବ ତାଙ୍କ ସହ ଚାଏ ପେ ଚର୍ଚ୍ଚା କରିବେ ବୋଲି ସୂଚନା ମିଳିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି