Masthead

୫ ବର୍ଷ ସୁଯୋଗ ଦିଅନ୍ତୁ ଓଡ଼ିଶାକୁ ନମ୍ବର ୱାନ୍‌ କରିଦେବୁ: ପ୍ରଧାନମନ୍ତ୍ରୀ

ଫୁଲବାଣୀ (ବଡ଼ ଖବର ବ୍ୟୁରୋ): ଫୁଲବାଣୀ ସଭାରେ ନବୀନଙ୍କୁ ନିଶାନା କଲେ ମୋଦି । ବିଜେଡି ସରକାର ଉପରେ ବର୍ଷିଲେ ପ୍ରଧାନମନ୍ତ୍ରା । ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଖୋଲା ଚ୍ୟାଲେଞ୍ଜ । କହିଛନ୍ତି ନବୀନ ବାବୁଙ୍କୁ ମୁଁ ଆଜି ଏକ ଚାଲେଂଜ ଦେଉଛି । ନବୀନ ବାବୁଙ୍କୁ କାଗଜ ଖଣ୍ଡେ ଧରାଇ ଛିଡ଼ା କରାଯାଉ । ନବୀନ ବାବୁଙ୍କୁ ବିନା କାଗଜରେ ଜିଲ୍ଲା ନାଁ ଲେଖିବାକୁ କୁହାଯାଉ ।

ଜିଲ୍ଲା ନାଁ ଓ ଜିଲ୍ଲା ମୁଖ୍ୟାଳୟ ନାଁ ଲେଖିବାକୁ କୁହାଯାଉ । ଯେଉଁ ମୁଖ୍ୟମନ୍ତ୍ରୀ ନିଜ ଜିଲ୍ଲା ନାଁ ଜାଣି ନାହାନ୍ତି, ସେଭଳି ମୁଖ୍ୟମନ୍ତ୍ରୀ ଆପଣଙ୍କ ଦୁଃଖ ବୁଝିପାରିବେ କି? ୫ ବର୍ଷ ସୁଯୋଗ ଦିଅନ୍ତୁ ଓଡ଼ିଶାକୁ ନମ୍ବର ୱାନ୍‌ କରିଦେବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା