Masthead

ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ହେବେ ପ୍ରଧାନମନ୍ତ୍ରୀ: ଅମିତ ଶାହା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଅମିତ ଶାହାଙ୍କ ବଡ଼ ଘୋଷଣା । ତୃତୀୟ ଥର ଲାଗି ନରେନ୍ଦ୍ର ମୋଦି ହେବେ ପ୍ରଧାନମନ୍ତ୍ରୀ । ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ସେ ଏପରି ଘୋଷଣା କରିଛନ୍ତି । ଶୁକ୍ରବାର ଅମିତ ଶାହା କହିଛନ୍ତି ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଜନତାନ୍ତ୍ରିକ ମେଣ୍ଟ ୨୦୨୪ରେ ବି ସରକାର ଗଠନ କରିବ ଓ ନରେନ୍ଦ୍ର ମୋଦି ତୃତୀୟଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବେ ।

ଅମିତ ଶାହା ଏକ କାର୍ଯ୍ୟକ୍ରମରେ କହିଛନ୍ତି, ନରେନ୍ଦ୍ର ମୋଦି ସରକାର ଆସିବା ପରେ ୩ଟି ମୁଖ୍ୟ ପ୍ରସଙ୍ଗ ଜମ୍ମୁ-କଶ୍ମୀର, ପୂର୍ବୋତ୍ତର ଓ ନକ୍ସଲ ସମସ୍ୟାର ବଡ ସମାଧାନ କରାଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି, ପାକିସ୍ତାନରେ ପ୍ରବେଶ କରି ସର୍ଜିକାଲ ଷ୍ଟ୍ରାଇକ କରିବା ପରେ କୌଣସି ବୈଦେଶିକ ଶକ୍ତି ଦେଶର ଆନ୍ତରିକ ମାମଲାରେ ହସ୍ତକ୍ଷେପ କରିବାକୁ ସାହସ କରି ନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି