ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ହେବେ ପ୍ରଧାନମନ୍ତ୍ରୀ: ଅମିତ ଶାହା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଅମିତ ଶାହାଙ୍କ ବଡ଼ ଘୋଷଣା । ତୃତୀୟ ଥର ଲାଗି ନରେନ୍ଦ୍ର ମୋଦି ହେବେ ପ୍ରଧାନମନ୍ତ୍ରୀ । ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ସେ ଏପରି ଘୋଷଣା କରିଛନ୍ତି । ଶୁକ୍ରବାର ଅମିତ ଶାହା କହିଛନ୍ତି ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଜନତାନ୍ତ୍ରିକ ମେଣ୍ଟ ୨୦୨୪ରେ ବି ସରକାର ଗଠନ କରିବ ଓ ନରେନ୍ଦ୍ର ମୋଦି ତୃତୀୟଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବେ ।

ଅମିତ ଶାହା ଏକ କାର୍ଯ୍ୟକ୍ରମରେ କହିଛନ୍ତି, ନରେନ୍ଦ୍ର ମୋଦି ସରକାର ଆସିବା ପରେ ୩ଟି ମୁଖ୍ୟ ପ୍ରସଙ୍ଗ ଜମ୍ମୁ-କଶ୍ମୀର, ପୂର୍ବୋତ୍ତର ଓ ନକ୍ସଲ ସମସ୍ୟାର ବଡ ସମାଧାନ କରାଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି, ପାକିସ୍ତାନରେ ପ୍ରବେଶ କରି ସର୍ଜିକାଲ ଷ୍ଟ୍ରାଇକ କରିବା ପରେ କୌଣସି ବୈଦେଶିକ ଶକ୍ତି ଦେଶର ଆନ୍ତରିକ ମାମଲାରେ ହସ୍ତକ୍ଷେପ କରିବାକୁ ସାହସ କରି ନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ