Masthead

ଷ୍ଟିୟରିଙ୍ଗ ଛାଡ଼ ଆନ୍ଦୋଳନ ପାଇଁ ନର୍ଲା ଡ୍ରାଇଭର୍ ସଂଘର ପ୍ରସ୍ତୁତି ବୈଠକ

ନର୍ଲା(ବଡ଼ ଖବର ବ୍ୟୁରୋ): ଡ୍ରାଇଭର୍ ମାନଙ୍କ ଷ୍ଟିୟରିଙ୍ଗ ଛାଡ଼ ଆନ୍ଦୋଳନ ପାଇଁ ନର୍ଲା ଡ୍ରାଇଭର୍ ସଂଘର ପ୍ରସ୍ତୁତି ବୈଠକ । ଡ୍ରାଇଭର୍ ମାନଙ୍କ ବିଭିନ୍ନ ଦାବୀକୁ ନେଇ ଅଲ୍ ଓଡିଶା ଡ୍ରାଇଭର୍ ମହାସଂଘ ଷ୍ଟିୟରିଙ୍ଗ ଛାଡ଼ ଆନେ୍ଦାଳନ ଡାକରା ଦେଇଛି । ଜୁଲାଇ ୮ ତାରିଖକୁ ଷ୍ଟିୟରିଙ୍ଗ ଛାଡ଼ ଆନ୍ଦୋଳନର ଡାକରା ଦେଇ ଥିବା ବେଳେ ତାକୁ ସମର୍ଥନ କରିବା ପାଇଁ ନର୍ଲା ଡ୍ରାଇଭର୍ ସଂଘ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ହେବାକୁ ଥିବା ଆନ୍ଦୋଳନରେ ନର୍ଲା ଡ୍ରାଇଭର୍ ସଂଘ ଭାଗ ନେବା ପାଇଁ ପ୍ରସ୍ତୁତ ହେବା ପାଇଁ ବୈଠକ ରେ ଆଲୋଚନା କରିବା ସହିତ ସ୍ଥାନୀୟ ପ୍ରଶାସନ କୁ ଲିଖିତ ଆକାରରେ ଅବଗତ କରୁଥିବା ଦେଖିବାକୁ ମିଳିଛି। ପୂର୍ବ ସରକାର ଡ୍ରାଇଭର୍ ମାନଙ୍କ କେବଳ ଗୋଟିଏ ମାତ୍ର ଦାବୀ ପୂରଣ କରିଛନ୍ତି । ନୂତନ ସରକାର ଏମାନଙ୍କ ବାକିଥିବା ଦାବୀ ଗୁଡ଼ିକ ପୂରଣ କରିବା ପାଇଁ ଆନେ୍ଦାଳନ ଡାକରା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ