Masthead

ନିର୍ବାଚନ କମିଶନ ନିରପେକ୍ଷ ଭାବରେ ନିର୍ବାଚନ ପରିଚାଳନା କରିବେ ବୋଲି ଆଶା ରଖିଛନ୍ତି ନରସିଂହ ମିଶ୍ର

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶର ୫ ରାଜ୍ୟରେ ନିର୍ବାଚନ ତାରିଖ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ବିଧାୟକ ନରସିଂହ ମିଶ୍ର । ନିର୍ବାଚନ ହେବାକୁ ଥିବା ୫ ରାଜ୍ୟ ମଧ୍ୟରୁ ଚାରିଟି ରାଜ୍ୟରେ କଂଗ୍ରେସ ସରକାର ଗଠନ କରିବ । ଏପରିକି ବିଜେପି କୌଣସି ରାଜ୍ୟରେ ସରକାର ଗଠନ କରି ପାରିବ ନାହିଁ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ନରସିଂହ ମିଶ୍ର ।ତେବେ ଏହି ୫ଟି ରାଜ୍ୟରେ ନିର୍ବାଚନ ପାଇଁ ଠିକ୍ ସମୟରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ଏବଂ ନିର୍ବାଚନ କମିଶନ ନିରପେକ୍ଷ ଭବରେ ନିର୍ବାଚନ ପରିଚାଳନା କରିବେ ବୋଲି ଆଶା ରଖିଛନ୍ତି ନରସିଂହ । ଏପଟେ ଓଡ଼ିଶାରେ ନିର୍ବାଚନ ପାଇଁ ଆହୁରି ୫ ମାସ ସମୟ ବାକି ଅଛି । ଯେଉଁ ସମୟରେ ହେବା କଥା ସେ ସମୟରେ ନିର୍ବାଚନ ହେବ । ହେଲେ ଏଥର ଓଡିଶାରେ ଶାସନ ପରିବର୍ତ୍ତନ ହେବ ବୋଲି ଆଶାବ୍ୟକ୍ତ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଓ ଆଉ ଏଥିରେ କଂଗ୍ରେସ ଲାଭବାନ୍ ହେବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ