Masthead

ଗୃହରେ ଅଗ୍ରିଆ କମ୍ୟୁନିଟି ପ୍ରସଙ୍ଗ ଉଠାଇଲେ ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଦିବାସୀ ଜମି ପ୍ରସଙ୍ଗକୁ ନେଇ ରାଜ୍ୟ କ୍ୟାବିନେଟରେ ତୁମ୍ବି ତୋଫାନ ଲାଗିରହିଛି । ଏହାରି ମଧ୍ୟରେ ପ୍ରଶ୍ନକାଳରେ ଗୃହରେ ଅଗ୍ରିଆ କମ୍ୟୁନିଟି ପ୍ରସଙ୍ଗ ଉଠାଇଛନ୍ତି ନରସିଂହ ମିଶ୍ର । ସେ କହିଛନ୍ତି ଝାରସୁଗୁଡ଼ା ଉପ ନିର୍ବାଚନ ସମୟରେ ଭୁବନେଶ୍ୱରରେ ଏକ ଅଫିସ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ହେଲେ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜମି ଦେଇନାହାନ୍ତି । ଅଗ୍ରିଆ କମ୍ୟୁନିଟି ଏକ ଲିଖିତ ଅଭିଯୋଗ ନରସିଂହକୁ ଦେଇଥିବା ସେ ଗୃହରେ କହିଛନ୍ତି । କୁଆଡେ ଗଲା ସେ ପ୍ରତିଶ୍ରୁତି ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ମିଶ୍ର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍