Masthead

୪୦ଦିନିଆ ବିଧାନସଭା ଡାକିଲେ ସରକାର, କିନ୍ତୁ ପଳାୟନପନ୍ଥୀ ସାଜି ୪୦ରୁ ଶୂନ କାଟି ଦେଲେ: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୪ ଦିନରେ ସରିଗଲା ବିଧାନସଭା ଶୀତ ଅଧିବେଶନ । ୪୦ଦିନିଆ ବିଧାନସଭା ଡାକିଲେ ସରକାର , କିନ୍ତୁ ପଳାୟନପନ୍ଥୀ ସାଜି ଚାରିରୁ ଶୂନ କାଟି ଦେଲେ । ୪ ଦିନରେ ବିଧାନସଭା ସରିଯିବା ପ୍ରସଙ୍ଗକୁ ନେଇ ପ୍ରତିକ୍ରିୟା ରଖି ଏଭଳି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଅଗଣତାନ୍ତ୍ରିକ ଭାବେ ଗୃହକୁ ବନ୍ଦ କରିଦେଇଛନ୍ତି। ଅଗଣତାନ୍ତ୍ରିକ ପରମ୍ପରା ବିରୋଧୀ ସରକାର। ତାଙ୍କ ସରକାର କେତେବେଳେ କ’ଣ କହୁଛନ୍ତି ତାଳ ମେଳ ରହୁନି। ମନ୍ତ୍ରୀ କିଛି ବୁଝନ୍ତି ନାହିଁ । ସେଥିପାଇଁ କ୍ୟାବିନେଟ୍ ନିଷ୍ପତ୍ତିକୁ ନେଇ ମଧ୍ୟ ଦ୍ୱନ୍ଦ୍ୱରେ ଅଛନ୍ତି ସରକାର। ଚଳିତ ବିଧାନସଭାରେ ହାଇଡ୍ରାମା ଦେଖିବାକୁ ମିଳିଥିଲା । ଆଦିବାସୀ ଜମି ପ୍ରସଙ୍ଗକୁ ନେଇ ଉଠିଥିଲା ପଡିଥିଲା ଗୃହ । କୋଶଳୀ ଭାଷାରେ ନିଜ ପ୍ରଶ୍ନ ରଖିଥିଲେ ନରସିଂହ । ୪୦ ଦିନର ଅଧିବେଶନ ୪ ଦିନରେ ଶେଷ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି