Masthead

ଦାଦନରେ ଓଡ଼ିଶା ଏକ ନମ୍ବର: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଓଡ଼ିଶାରେ ଦାଦନ ସମସ୍ୟାକୁ ନେଇ ରାଜନୈତିକ ତୁମ୍ବି ତୋଫାନ ଲାଗିରହିଥିବା ବେଳେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ରାଜ୍ୟ ସରକାରଙ୍କୁ ଟାଗେର୍ଟ କରିଛନ୍ତି । ଦାଦନରେ ଓଡ଼ିଶା ଏକ ନମ୍ୱର୍। ରାଜ୍ୟରେ ଦିନକୁ ଦିନ ଦାଦନଙ୍କ ସଂଖ୍ୟା ବୃଦ୍ଧି ପାଉଛି କହିଛନ୍ତି ନରସିଂହ ମିଶ୍ର। ଗୃହରେ ଯେଉଁ ଉତ୍ତର ସରକାର ରଖିଛନ୍ତି ସମ୍ପୂର୍ଣ୍ଣ ମିଛ । ବଲାଙ୍ଗୀର ଜିଲ୍ଲାରୁ ଆରମ୍ଭ କରି ଅନ୍ୟ ଜିଲ୍ଲାରେ ସଂଖ୍ୟାର ଲମ୍ବା ତାଲିକା ରହିଛି। ଗୋଟେ ବି ଶିଳ୍ପ ଅନୁଷ୍ଠାନ ଗଢି ଉଠିନି। ସରକାରଙ୍କର ଏହା ଖାଲି ବାହାସ୍ପଟ ଛଡା ଆଉ କିଛି ନୁହେଁ ବୋଲି କହିଛନ୍ତି ନରସିଂହ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ