ପଥର ଆଣିପାରିଲାନି ନାସା

(ବଡ଼ ଖବର ବ୍ୟୁରୋ):ମଙ୍ଗଳରୁ ପଥର ଆଣିପାରିଲାନି ନାସା । ମଙ୍ଗଳରେ ଜୀବସତ୍ତା ସମ୍ପର୍କରେ ଅଧିକ ଅନୁଧ୍ୟାନ ପାଇଁ ନାସା ସ୍ୱତନ୍ତ୍ର ଯାନ ପଠାଇଥିଲା । ଏହି ଯାନ ପଥର ଖୋଳି ନମୁନା ସଂଗ୍ରହ କରିବା କଥା । ମାତ୍ର ଯାନ୍ତ୍ରିକ ତ୍ରୁଟି ଯୋଗୁଁ ନାସାର ଏହି ମିଶନ ଫେଲ ମାରିଛି । ଆମେରିକା ସ୍ପେସ୍ ଏଜେନ୍ସି ନାସା ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ବୁଲେଟିନ୍ରେ ଏ ସମ୍ପର୍କରେ ସବିଶେଷ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’