ନାଟମଣ୍ଡପର ଷ୍ଟାଟସ ରିପୋର୍ଟ ଦାଖଲ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ସଂପର୍କିତ ମାମଲା । ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲେ ଆମିକସ୍ କ୍ୟୁରି । ଆସନ୍ତା ୧୯ରୁ ୨୧ ମଧ୍ୟରେ ବୈଠକ ଡକାଯାଇଥିବା ସୂଚନା । ବୈଠକରେ ବିମ୍ ଡିଜାଇନ୍ ଓ ମରାମତି ପ୍ରଣାଳୀ ଆଲୋଚନା ହେବ । ନାଟମଣ୍ଡପର କାଠ ସିଲିଂ ଭାଙ୍ଗି ଦିଆଯାଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । କାଠ ସିଲିଂ ଭାଙ୍ଗି ଜଗନ୍ନାଥ ମନ୍ଦିର ମ୍ୟୁଜିୟମରେ ସୁରକ୍ଷିତ ରଖାଯାଇଛି । ଜାନୁଆରୀ ୧୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ