Masthead

ଜବରଦଖଲ ନେଇ ନାଥପୁରରେ ବୋମାମାଡ଼

ବ୍ରହ୍ମଗିରି(ବଡ଼ ଖବର ବ୍ୟୁରୋ): ବ୍ରହ୍ମଗିରିରେ ବୋମାମାଡ଼। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନାଥପୁର ଗାଁରେ ଘଟିଛି ଅଭାବନୀୟ ଘଟଣା। ଦୁଇ ଗୋଷ୍ଠୀ ମଧ୍ୟରେ ଉପୁଜି ଥିବା ଜମି ବିବାଦକୁ ନେଇ ବୋମାମାଡ଼ ହୋଇଛି। ଜମି ଜବରଦଖଲକୁ ନେଇ ‌ଏହି ବୋମାମାଡ଼ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ ସାତପଡ଼ା ଅଞ୍ଚଳରେ ଥିବା ନାଥପୁର ଗାଁରେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଦ୍ବାରା ପ୍ରାୟ ୪୦ଟି ବୋମାମାଡ଼ ହୋଇଛି। ତେବେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ଉତ୍ତେଜନାକୁ ଆଖିଆଗରେ ରଖି ଘଟଣାସ୍ଥଳରେ ୩ ପ୍ଲାଟୁନ୍‌ ପୁଲିସ ମୁତୟନ କରାଯାଇଛି।ତା ସହ ପୁରୀ ଅତିରିକ୍ତ ଏସ୍‌ପି ମିିହିର ପଣ୍ଡା, ଏସ୍‌ଡିପିଓ କିଶୋର ଚନ୍ଦ୍ର ମୁଣ୍ଡ ଓ ବ୍ରହ୍ମଗିରି ଆଇଆଇସି ମନୋଜ ଶତପଥୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ