Masthead

ଅପପୃଷ୍ଟିରେ ଆକ୍ରାନ୍ତ ଘଟଣାକୁ ନେଇ ଜାତୀୟସ୍ତରରେ ଚର୍ଚ୍ଚା

ସୁକିନ୍ଦା (ବଡ଼ ଖବର ବ୍ୟୁରୋ):ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନମଣ୍ତଳୀ କଳିଙ୍ଗନଗର ଅପପୁଷ୍ଟି ଶିକାରକୁ ନେଇ “ବଡ଼ ଖବର ” ରେ ଖବର ପ୍ରକାଶ ପାଇବା ପରେ ସରକାରଙ୍କଏକ ଟିମ ଆଜି ଦାନଗଦି ବ୍ଲକ ରାଣାଗୁଣ୍ଡି ପଞ୍ଚାୟତରେ ପହଞ୍ଚô ତଦନ୍ତ ଚଳାଇଛି । ରଣାଗୁଣ୍ଡି ପଞ୍ଚାୟତ ରଗଡା ଘାଟିସାହିର ବାଙ୍କୁ ହେମ୍ବ୍ରମ ଓ ତୁଳସୀ ହେମ୍ବ୍ରମଙ୍କ ପରିବାରର ଏକ ଶିଶୁ ଅପପୁଷ୍ଟିର ଶିକାର ହୋଇ ମୃତ୍ୟୁବରଣ କରିଥିବା ବେଳେ ଏବେ ୩ ବର୍ଷର କୁନି ହେମ୍ବ୍ରମ ଅପପୃଷ୍ଟିରେ ଆକ୍ରାନ୍ତ ଘଟଣାକୁ ନେଇ ଜାତୀୟସ୍ତରରେ ଚର୍ଚ୍ଚା ଜୋର ଧରିଛି । ରାଜ୍ୟ ଖାଦ୍ୟ ଆୟୋଗର ଏକ ଟିମ୍ ବାଙ୍କୁ ଘରେ ପଂହଚି ତଦନ୍ତ ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା