Masthead

ଜାତୀୟ ବିଜ୍ଞାନ ଦିବସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଆଜି ହେଉଛି ଜାତୀୟ ବିଜ୍ଞାନ ଦିବସ । ୧୯୨୮ ମସିହାରେ ଭାରତୀୟ ପଦାର୍ଥ ବିଜ୍ଞାନୀ ସାର ଚନ୍ଦ୍ରଶେଖର ଭେଙ୍କଟରମଣଙ୍କ ଦ୍ୱାରା ଭାରତରେ ରମଣ ପ୍ରଭାବର ଉଦଭାବନକୁ ସ୍ମରଣ କରିବା ପାଇଁ ପ୍ରତିବର୍ଷ ଫେବୃଆରୀ ୨୮ରେ ଜାତୀୟ ବିଜ୍ଞାନ ଦିବସ ପାଳନ କରାଯାଇଥାଏ । ଭାରତରେ ବିଜ୍ଞାନ କ୍ଷେତ୍ରରେ ସଫଳତା ପାଇଁ ଚନ୍ଦ୍ରଶେଖର ଭେଙ୍କଟ ରମଣଙ୍କୁ ୧୯୩୦ମସିହାରେ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।

ବର୍ତମାନ ଭାରତ ସରକାର ପ୍ରତିବର୍ଷ ବୈଜ୍ଞାନିକଙ୍କୁ ଉତ୍ସାହିତକରିବା ପାଇଁ ଏହି ଦିନ ପାଳନ କରାଯାଇଥାଏ । ୧୯୮୭ ରେ ବିଜ୍ଞାନ ଓ ଯୋଗାଯୋଗ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରୟାସକୁ ସ୍ୱୀକୃତି ଦେଇ ଜାତୀୟ ବିଜ୍ଞାନ ଲୋକପ୍ରିୟତା ପୁରସ୍କାର ଘୋଷଣା କରିଥିଲେ । ଦୌନିକ ଜୀବନରେ ବିଜ୍ଞାନର ମହତ୍ତ୍ୱ ବିଷୟରେ ଲେକଙ୍କୁ ସଚେତନତ କରିବା ପାଇଁ ଜାତୀୟ ବିଜ୍ଞାନ ଦିବସ ପାଳନ କରାଯାଏ । ବିଭିନ୍ନ ବିଦ୍ୟାଳୟ, କଲେଜ, ବିଶ୍ୱବିଦ୍ୟାଳୟ ଏବଂ ଅନ୍ୟାନ୍ୟ ଏକାଡେମିକରେ ଏହି କାର୍ଯ୍ୟକ୍ରମ ସମଗ୍ର ଦେଶରେ ପାଲନ କରାଯାଏ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର