Masthead

ନଟରାଜନ ତୁମେ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପାଇବା ପାଇଁ ଯୋଗ୍ୟ: ପାଣ୍ଡ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି କ୍ରିକେଟ ପ୍ରଶଂସକ ଓ ଭାରତର ଯୁବ ପେସ୍ ବୋଲର ଟି ନଟରାଜନଙ୍କ ପାଇଁ ଏକ ସ୍ମରଣୀୟ ଦିନ । ଟି-୨୦ ସିରିଜ ଜିତିବା ପରେ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପାଇଥିଲେ ହାର୍ଦ୍ଦିକ ପାଣ୍ଡ୍ୟା । ହାର୍ଦ୍ଦିକ ପୁରସ୍କାର ପାଇବା ପରେ ଏକ ହୃଦୟସ୍ପର୍ଶୀ ଟୁଇଟ କରିଛନ୍ତି । ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ସେ ଟୁଇଟରେ ଲେଖିଛନ୍ତି କି ନଟରାଜନ ତୁମେ ଏହି ସିରିଜରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛ । ଡେବ୍ୟୁରେ ତୁମେ ଚମତ୍କାର ପ୍ରଦର୍ଶନ କରିଛ । କଠିନ ପରିସ୍ଥିତିରେ ତୁମେ ଚମତ୍କାର ପ୍ରଦର୍ଶନ କରିଛ । ‘ମୋ ମତରେ ତୁମେ ମ୍ୟାନ ଅଫ ଦି ସିରିଜ ପାଇବାକୁ ଯୋଗ୍ୟ ମୋ ଭାଇ’ ଏମିତି କିଛି ଟୁଇଟ କରିଛନ୍ତି ପାଣ୍ଡ୍ୟା ।

ହାର୍ଦ୍ଦିକ ପାଣ୍ଡ୍ୟା ଦ୍ୱିତୀୟ ମ୍ୟାଚରେ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପାଇବା ପରେ ସେ କହିଥିଲେ କି ନଟରାଜନଙ୍କୁ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ । ତାଙ୍କ ଉଲ୍ଲେଖନୀୟ ସ୍ପେଲ ପାଇଁ ତାଙ୍କୁ ଏହି ପୁରସ୍କାର ଦେବା କଥା ବୋଲି ପାଣ୍ଡ୍ୟା କହିଥିଲେ । ନଟରଜାନ ଦ୍ୱିତୀୟ ଟି-୨୦ରେ ୪ ଓଭରରେ ୨୦ ରନ ଦେଇ ୨ଟି ୱିକେଟ ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ