Masthead

ନଟରାଜନ ତୁମେ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପାଇବା ପାଇଁ ଯୋଗ୍ୟ: ପାଣ୍ଡ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି କ୍ରିକେଟ ପ୍ରଶଂସକ ଓ ଭାରତର ଯୁବ ପେସ୍ ବୋଲର ଟି ନଟରାଜନଙ୍କ ପାଇଁ ଏକ ସ୍ମରଣୀୟ ଦିନ । ଟି-୨୦ ସିରିଜ ଜିତିବା ପରେ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପାଇଥିଲେ ହାର୍ଦ୍ଦିକ ପାଣ୍ଡ୍ୟା । ହାର୍ଦ୍ଦିକ ପୁରସ୍କାର ପାଇବା ପରେ ଏକ ହୃଦୟସ୍ପର୍ଶୀ ଟୁଇଟ କରିଛନ୍ତି । ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ସେ ଟୁଇଟରେ ଲେଖିଛନ୍ତି କି ନଟରାଜନ ତୁମେ ଏହି ସିରିଜରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛ । ଡେବ୍ୟୁରେ ତୁମେ ଚମତ୍କାର ପ୍ରଦର୍ଶନ କରିଛ । କଠିନ ପରିସ୍ଥିତିରେ ତୁମେ ଚମତ୍କାର ପ୍ରଦର୍ଶନ କରିଛ । ‘ମୋ ମତରେ ତୁମେ ମ୍ୟାନ ଅଫ ଦି ସିରିଜ ପାଇବାକୁ ଯୋଗ୍ୟ ମୋ ଭାଇ’ ଏମିତି କିଛି ଟୁଇଟ କରିଛନ୍ତି ପାଣ୍ଡ୍ୟା ।

ହାର୍ଦ୍ଦିକ ପାଣ୍ଡ୍ୟା ଦ୍ୱିତୀୟ ମ୍ୟାଚରେ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପାଇବା ପରେ ସେ କହିଥିଲେ କି ନଟରାଜନଙ୍କୁ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ । ତାଙ୍କ ଉଲ୍ଲେଖନୀୟ ସ୍ପେଲ ପାଇଁ ତାଙ୍କୁ ଏହି ପୁରସ୍କାର ଦେବା କଥା ବୋଲି ପାଣ୍ଡ୍ୟା କହିଥିଲେ । ନଟରଜାନ ଦ୍ୱିତୀୟ ଟି-୨୦ରେ ୪ ଓଭରରେ ୨୦ ରନ ଦେଇ ୨ଟି ୱିକେଟ ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ