Masthead

ହିନ୍ଦୁ ସେବକ ସଂଘ ପକ୍ଷରୁ ସମୂହ ଦୀପଦାନ

ନାଉଗାଁ (ବଡ଼ ଖବର ବ୍ୟୁରୋ): ଦୀପାବଳି ଅବସରରେ କରୋନା ଯୋଦ୍ଧାଙ୍କ ଅମର ଆତ୍ମାର ସଦଗତି ଏବଂ କରୋନା ଯୋଦ୍ଧାଙ୍କ ନିରାମୟ ଜୀବନ କାମନା କରି ଜଗତସିଂହପୁର ଜିଲ୍ଲା ଉତ୍କଳ ହିନ୍ଦୁ ସେବକ ସଂଘ ପକ୍ଷରୁ ସେହି ମହାନ୍ ବ୍ୟକ୍ତି ମାନଙ୍କ ଉଦ୍ଦେଶ୍ୟରେ ନାଉଗାଁ ବ୍ଲକର ନୂଆଗାଁରେ ସମୂହ ଦୀପଦାନ କାଯ୍ୟକ୍ରମ କରାଯାଇଥିଲା । ଏହି କାଯ୍ୟକ୍ରମରେ ସଂଘର ସଭାପତି ସୋମନାଥ ରାଉତ, ଜାମୁଗାଁ ସରପଞ୍ଚ, ସଂଘ କୋଷାଧକ୍ଷ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରମୁଖ ଯୋଗଦେଇ ମାଆ ଜାଗୁଳାଇଙ୍କ ପୀଠରେ ସମୂହ ଦୀପଦାନ କରିଥିଲେ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ