Masthead

ହିନ୍ଦୁ ସେବକ ସଂଘ ପକ୍ଷରୁ ସମୂହ ଦୀପଦାନ

ନାଉଗାଁ (ବଡ଼ ଖବର ବ୍ୟୁରୋ): ଦୀପାବଳି ଅବସରରେ କରୋନା ଯୋଦ୍ଧାଙ୍କ ଅମର ଆତ୍ମାର ସଦଗତି ଏବଂ କରୋନା ଯୋଦ୍ଧାଙ୍କ ନିରାମୟ ଜୀବନ କାମନା କରି ଜଗତସିଂହପୁର ଜିଲ୍ଲା ଉତ୍କଳ ହିନ୍ଦୁ ସେବକ ସଂଘ ପକ୍ଷରୁ ସେହି ମହାନ୍ ବ୍ୟକ୍ତି ମାନଙ୍କ ଉଦ୍ଦେଶ୍ୟରେ ନାଉଗାଁ ବ୍ଲକର ନୂଆଗାଁରେ ସମୂହ ଦୀପଦାନ କାଯ୍ୟକ୍ରମ କରାଯାଇଥିଲା । ଏହି କାଯ୍ୟକ୍ରମରେ ସଂଘର ସଭାପତି ସୋମନାଥ ରାଉତ, ଜାମୁଗାଁ ସରପଞ୍ଚ, ସଂଘ କୋଷାଧକ୍ଷ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରମୁଖ ଯୋଗଦେଇ ମାଆ ଜାଗୁଳାଇଙ୍କ ପୀଠରେ ସମୂହ ଦୀପଦାନ କରିଥିଲେ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ