Masthead

ଭତ୍ତା ପାଇଁ ଟଙ୍କା ମାଗୁଛି ପିଅନ

ନାଉଗାଁ( ବଡ଼ ଖବର ବ୍ୟୁରୋ): ଭତ୍ତା ପାଇଁ ଲୋକଙ୍କ ଠାରୁ ଟଙ୍କା ଆଦୟ କରୁଛନ୍ତି ପିଅନ । ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତର ଖଇରାହୁଳି ଗାଁ ପଞ୍ଚାୟତ ହେଡକ୍ୱାର୍ଟର ଠାରୁ ୪କିଲୋମିଟର ଦୂରରେ ଥିବାରୁ ଗାଁର ବୟସ୍କ ପଞ୍ଚାୟତ ଅଫିସ ଆସିପାରୁନାହଁନ୍ତି । ଯାହାର ଫୀଇଦା ଉଠାଉଛନ୍ତି ପଞ୍ଚାୟତ ପିଅନ । ଲୋକଙ୍କ ପାଖରେ ଭତ୍ତା ଟଙ୍କା ପହଁଚାଇବା ପାଇଁ ପ୍ରତି ମାସରେ ଜଣକ ପିଛା ୫୦ଟଙ୍କା ଆଦାୟ କରୁଥିବା ଅଭିଯୋଗ ହୋଇଛି । ଖାଲି ସେତିକି ନୁହେଁ ଯେଉଁମାନେ ଟଙ୍କା ଦେଉନାହଁନ୍ତି, ସେମାନଙ୍କ ଖାତାକୁ ପିଅନ ଜଣକ ଫେରାଇ ଦେଇଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ