Masthead

OBC ଗଣନାକୁ ନେଇ ନାଉରୀ ନାୟକଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ: ରାଜ୍ୟ ସରକାରଙ୍କ ମୁଳୁରୁ ହିଁ OBCଙ୍କ ପ୍ରତି ମାନସିକ ଠିକ୍ ଉଦ୍ଦେଶ୍ୟ ନାହିଁ। ଗଣନାର ପ୍ରକ୍ରିୟା ଠିକ୍ ନାହିଁ। ଓଡ଼ିଶା ସରକାର ଘରକୁ ଘର ବୁଲି ଗଣନା କରିଥାନ୍ତେ ତଥ୍ୟ ଠିକ୍ ଆସିଥାନ୍ତା । କିନ୍ତୁ କହିଲେ ଦସ୍ତାବିଜ ଧରିକି ଆସ ଯାହା କି ସମସ୍ତଙ୍କ ପକ୍ଷେ ସମ୍ଭବ ନଥିଲା।

ଓଡ଼ିଶାରେ ଯାହା କୁହାଯାଉଛି ୫୨ ପ୍ରତିଶତ OBC ଅଛନ୍ତି କିନ୍ତୁ ରାଜ୍ୟରେ ତାଠୁଁ ଅଧିକ ଅଛନ୍ତି। OBCଙ୍କ ପ୍ରତି ସରକାରଙ୍କ ଆନ୍ତରିକତା ନାହିଁ। କେତେ OBCଙ୍କୁ ନେଇ ସରକାର ଚିନ୍ତିତ ଏଇଠୁ ସ୍ପଷ୍ଟ । ସରକାରଙ୍କ ମାନସିକତା OBCଙ୍କ ପ୍ରତି ନାହିଁ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ