ରେକର୍ଡ କରିପାରିଲେନି ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୪ ବର୍ଷ ଶାସନ କ୍ଷମତାରେ ରହିଥିଲେ ମଧ୍ୟ ଏଥର ବଦଳିଛି ଓଡ଼ିଶାର ରାଜନୀତି । ଏଥର ଲୋକେ ବିଜେଡି ନୁହେଁ, ବିଜେପି ଉପରେ ଭରସା କରିଛନ୍ତି । ଦେଶର ୧ ନମ୍ବର ମୁଖ୍ୟମନ୍ତ୍ରୀ ବୋଲାଉଥିବା ନବୀନ ପଟ୍ଟନାୟକଙ୍କ ପାଖରୁ ମୁହଁ ବୁଲାଇ ନେଇଛନ୍ତି ଜନତା । ଓଡ଼ିଶାରେ ବିଜେଡିକୁ ପରାସ୍ତ କରି ଏକ ବିପୁଳ ବିଜୟ ହାସଲ କରିଛି ଭାରତୀୟ ଜନତା ପାର୍ଟି । ଏକପାଖିଆ କରି ଦଳ ଏଥରେ ବିଜୟୀ ହୋଇଛି । ଏହାସହିତ ଏକ ରେକର୍ଡରୁ ବଞ୍ଚିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ ଭାବେ ସର୍ବାଧିକ ସମୟ ଶାସନ କରି ରେକର୍ଡ କରିବାର ଆଶା ରଖିଥିବା ନବୀନଙ୍କୁ ନିରାଶ ହେବାକୁ ପଡ଼ିଛି। ଯଦି ଦେଖିବା ସିକିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପବନ କୁମାର ଚାମଲିଂ ୨୪ ବର୍ଷ ୧୬୫ ଦିନ ମୁଖ୍ୟମନ୍ତ୍ରୀ ରହି ରେକର୍ଡ କରିଛନ୍ତି। ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ନବୀନ। ଗତକାଲି ସୁଦ୍ଧା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ୨୪ ବର୍ଷ ୯୧ ଦିନ ରହିସାରିଛନ୍ତି। ଅଗଷ୍ଟ ମାସରେ ସେ ଚାମଲିଂଙ୍କ ରେକର୍ଡ ଭଙ୍ଗ କରିଥାନ୍ତେ। କିନ୍ତୁ ତାଙ୍କ ଦଳର ଏହି ସ୍ୱପ୍ନ ପୂରଣ ହୋଇପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ