Masthead

‘ବିଜେପି ଆଡ଼କୁ ଯାଉଛ କି?’

ଭୁବନେଶ୍ୱର (ବଡ଼ ଖବର ବୁ୍ୟରୋ): ଚମ୍ପୁଆ ବିଧାୟକଙ୍କ ଉପରେ ରାଗିଗଲେ ବିଜେଡି ସୁପ୍ରିମୋ । ବିଧାନସଭାକୁ ଏଣ୍ଟ୍ରି ମାରୁଥିବାବେଳେ ସନାଙ୍କୁ ଦେଖି ରାଗିଯାଇଥିଲେ ନବୀନ ପଟ୍ଟନାୟକ । ତେବେ କାହିଁକି ସନାଙ୍କ ଉପରେ ରାଗିଲେ ନବୀନ ? ଖାଲି ରାଗିଲେନି ବିଜେପି ଆଡକୁ ଢଳୁଛନ୍ତି ବୋଲି କହିଛନ୍ତି । ଗତକାଲି ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ବସିଥିଲା ବିଜେଡିର ବିଧାୟକ ଦଳ ବୈଠକ ।

ବୈଠକରେ ଯୋଗ ଦେଇନଥିଲେ ଚମ୍ପୁଆର ବିଜେଡି ବିଧାୟକ ସନାତନ ମହାକୁଡ । ଯାହାକୁ ନେଇ ଆଜି ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସନାଙ୍କ ଉପରେ ବିରକ୍ତି ପ୍ରକାଶ କରିଛନ୍ତି ନବୀନ । ସନାତନ ମହାକୁଡ କାହିଁକି ବିଧାୟକ ଦଳ ବୈଠକକୁ ଆସିନଥିଲେ ବୋଲି ପ୍ରଶ୍ନ କରିଥିଲେ ନବୀନ । ଯାହାକୁ ନେଇ ଏବେ ଚର୍ଚ୍ଚା ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା