Masthead

‘ବିଜେପି ଆଡ଼କୁ ଯାଉଛ କି?’

ଭୁବନେଶ୍ୱର (ବଡ଼ ଖବର ବୁ୍ୟରୋ): ଚମ୍ପୁଆ ବିଧାୟକଙ୍କ ଉପରେ ରାଗିଗଲେ ବିଜେଡି ସୁପ୍ରିମୋ । ବିଧାନସଭାକୁ ଏଣ୍ଟ୍ରି ମାରୁଥିବାବେଳେ ସନାଙ୍କୁ ଦେଖି ରାଗିଯାଇଥିଲେ ନବୀନ ପଟ୍ଟନାୟକ । ତେବେ କାହିଁକି ସନାଙ୍କ ଉପରେ ରାଗିଲେ ନବୀନ ? ଖାଲି ରାଗିଲେନି ବିଜେପି ଆଡକୁ ଢଳୁଛନ୍ତି ବୋଲି କହିଛନ୍ତି । ଗତକାଲି ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ବସିଥିଲା ବିଜେଡିର ବିଧାୟକ ଦଳ ବୈଠକ ।

ବୈଠକରେ ଯୋଗ ଦେଇନଥିଲେ ଚମ୍ପୁଆର ବିଜେଡି ବିଧାୟକ ସନାତନ ମହାକୁଡ । ଯାହାକୁ ନେଇ ଆଜି ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସନାଙ୍କ ଉପରେ ବିରକ୍ତି ପ୍ରକାଶ କରିଛନ୍ତି ନବୀନ । ସନାତନ ମହାକୁଡ କାହିଁକି ବିଧାୟକ ଦଳ ବୈଠକକୁ ଆସିନଥିଲେ ବୋଲି ପ୍ରଶ୍ନ କରିଥିଲେ ନବୀନ । ଯାହାକୁ ନେଇ ଏବେ ଚର୍ଚ୍ଚା ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’