Masthead

ନବୀନ-ମମତା ସାକ୍ଷାତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନବୀନ ନିବାସରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ପୁରୀରୁ ଆସି ସିଧା ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପହଞ୍ଚିଛନ୍ତି। ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମମତାଙ୍କ ମଧ୍ୟରେ ଆଲୋଚନା ହୋଇଛି । ମମତା କହିଛନ୍ତି ୨୪ ନିର୍ବାଚନକୁ ବର୍ଷେ ବାକି ଅଛି । କୌଣସି ରାଜନୈତିକ ଚର୍ଚ୍ଚା ହୋଇନାହିଁ । ଏହା ନବୀନଙ୍କ ସହ କେବଳ ସୌଜନ୍ୟମୂଳକ ସାକ୍ଷାତ ଥିଲା । ନିର୍ବାଚନକୁ ନେଇ କୌଣସି ମତ ରଖିନାହାନ୍ତି ଦିଦି ।ସେ ଆହୁରି ମଧ୍ୟ କହିଛନ୍ତି ଗେଷ୍ଟ ହାଉସ୍ ପାଇଁ ଜମି ଦେଇଥିବାରୁ ଧନ୍ୟବାଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା