Masthead

ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ପରିଦର୍ଶନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲିଙ୍ଗରାଜ ମନ୍ଦିର ଚତୁଃପାଶ୍ୱର୍ ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀ । ହାଜରେ ବର୍ଷ ପୁରୁଣା ଏକାମ୍ର କ୍ଷେତ୍ର ଲିଙ୍ଗରାଜ ମନ୍ଦିର ଏହାରି ଭିତରେ ନୂଆ ରୂପ ପାଇଛି । ମନ୍ଦିରରେ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି । ବିନ୍ଦୁ ସାଗରର ପୁନ୍ନଉଦ୍ଧାର କରାଯାଇଛି ।

ବ୍ୟକ୍ତିଗତ ଭାବେ ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ହୋଇଥିବା ନେଇ ଅନୁଧ୍ୟାନ କରୁଛନ୍ତି ମୁଖ୍ୟମନ୍ତ୍ରୀ । ଅନୁଧ୍ୟାନ ପରେ କହିଛନ୍ତି ଯେ ପୁରୀ ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆଇନ ଆସିବ । ସୌନ୍ଦର୍ଯ୍ୟ କରଣ ପାଇଁ ଜମି ଦେଇଥିବା ଲୋକଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା