Masthead

କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ

କଣ୍ଟାବାଞ୍ଜି  (ବଡ଼ ଖବର ବ୍ୟୁରୋ): କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ । କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ବିତୀୟ ନିର୍ବାଚନ କ୍ଷେତ୍ର ଭାବେ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କରିଛନ୍ତି । ଟିଟିଲାଗଡ଼ ଉପଜିଲ୍ଲାପାଳ ଅଫିସରେ ନାମାଙ୍କନ ପତ୍ର ଦାଖଲ  କରିଛନ୍ତି ନବୀନ ପଟ୍ଟନାୟକ। ପୂର୍ବରୁ ହିଞ୍ଜିଳି ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ