Masthead

କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ

କଣ୍ଟାବାଞ୍ଜି  (ବଡ଼ ଖବର ବ୍ୟୁରୋ): କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ । କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ବିତୀୟ ନିର୍ବାଚନ କ୍ଷେତ୍ର ଭାବେ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କରିଛନ୍ତି । ଟିଟିଲାଗଡ଼ ଉପଜିଲ୍ଲାପାଳ ଅଫିସରେ ନାମାଙ୍କନ ପତ୍ର ଦାଖଲ  କରିଛନ୍ତି ନବୀନ ପଟ୍ଟନାୟକ। ପୂର୍ବରୁ ହିଞ୍ଜିଳି ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ